ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିବେ । ବୈଠକରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ପ୍ରଭାରୀ ସୁନୀଲ ବଂଶଲ ଯୋଗଦେବେ। ଏଥିସହିତ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ରହିବେ। The post ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on Dharitri Odia News.

ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିବେ । ବୈଠକରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ପ୍ରଭାରୀ ସୁନୀଲ ବଂଶଲ ଯୋଗଦେବେ। ଏଥିସହିତ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ରହିବେ।

The post ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on Dharitri Odia News.