ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର ଜେନା ଭାଜପାର ରାଜ୍ୟ ସଭାପତି ମନମୋହେନ ସାମଲଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ […] The post ଭାଜପା ହାତ ଧରିଲେ ୪ ବିଜେଡି ନେତା appeared first on Dharitri Odia News.

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର ଜେନା ଭାଜପାର ରାଜ୍ୟ ସଭାପତି ମନମୋହେନ ସାମଲଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ରାଜ୍ୟ ସମ୍ପାଦକ ସରୋଜ କରଙ୍କ ସମେତ ଅନେକ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ।

The post ଭାଜପା ହାତ ଧରିଲେ ୪ ବିଜେଡି ନେତା appeared first on Dharitri Odia News.