ଭାଜପାକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟାଣୁଆ ନେତା

ବଲାଙ୍ଗୀର, ୯।୪: ମଙ୍ଗଳବାର ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ବଲାଙ୍ଗୀର ଜିଲା ପୂର୍ବତନ ଭାଜପା ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି। The post ଭାଜପାକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟାଣୁଆ ନେତା appeared first on Dharitri Odia News.

ଭାଜପାକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟାଣୁଆ ନେତା

ବଲାଙ୍ଗୀର, ୯।୪: ମଙ୍ଗଳବାର ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ବଲାଙ୍ଗୀର ଜିଲା ପୂର୍ବତନ ଭାଜପା ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି।

The post ଭାଜପାକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟାଣୁଆ ନେତା appeared first on Dharitri Odia News.