ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ ଉଲ୍ଲେଖ କରିଛନ୍ତି। ନୀତେଶ ୨୦୧୯ରେ ସମ୍ବଲପୁର ଏମ୍ପି ଭାବେ ନିର୍ବାଚିତ ହୋଇଥିଲେ। The post ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ appeared first on Dharitri Odia News.
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ ଉଲ୍ଲେଖ କରିଛନ୍ତି। ନୀତେଶ ୨୦୧୯ରେ ସମ୍ବଲପୁର ଏମ୍ପି ଭାବେ ନିର୍ବାଚିତ ହୋଇଥିଲେ।
The post ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ appeared first on Dharitri Odia News.