ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ
ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଏବଂ ଅନୁଶାସନ ଭଙ୍ଗ ଅଭିଯୋଗରେ ଦଳ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡି ଟିକେଟରେ ପାଟକୁରା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ମାହାଙ୍ଗାର ସାରଦା ଓ ସୋରର ରାକେଶଙ୍କୁ ଭାଜପାରୁ ଟିକେଟ ନମିଳିବାରୁ ଉଭୟ […] The post ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ appeared first on Dharitri Odia News.
ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଏବଂ ଅନୁଶାସନ ଭଙ୍ଗ ଅଭିଯୋଗରେ ଦଳ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡି ଟିକେଟରେ ପାଟକୁରା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ମାହାଙ୍ଗାର ସାରଦା ଓ ସୋରର ରାକେଶଙ୍କୁ ଭାଜପାରୁ ଟିକେଟ ନମିଳିବାରୁ ଉଭୟ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
The post ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ appeared first on Dharitri Odia News.