ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା
ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି। ଓଡ଼ିଶା କାହିଁକି ପଛରେ ରହିବ, ସୋର କାହିଁକି ପଛରେ ରହିବ। କେନ୍ଦ୍ରୀୟ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ। ଟିକେଟ୍ ପାଇଁ କୌଣସି ଆଶା ଅଛି କି ପ୍ରଶ୍ନରେ ପର୍ଶୁରାମ କହିଛନ୍ତି , କୌଣସି ଆଶା ନାହିଁ, ଦଳ ଯାହା ଦାୟିତ୍ୱ ଦେବ ତାହା ତୁଲାଇବି। The post ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା appeared first on Dharitri Odia News.
ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି। ଓଡ଼ିଶା କାହିଁକି ପଛରେ ରହିବ, ସୋର କାହିଁକି ପଛରେ ରହିବ। କେନ୍ଦ୍ରୀୟ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ଆମର ଲକ୍ଷ୍ୟ। ଟିକେଟ୍ ପାଇଁ କୌଣସି ଆଶା ଅଛି କି ପ୍ରଶ୍ନରେ ପର୍ଶୁରାମ କହିଛନ୍ତି , କୌଣସି ଆଶା ନାହିଁ, ଦଳ ଯାହା ଦାୟିତ୍ୱ ଦେବ ତାହା ତୁଲାଇବି।
The post ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା appeared first on Dharitri Odia News.