ଭାଜପାରେ ମିଶିଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ

ଭୁବନେଶ୍ବର,୬।୩: ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ସେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଛନ୍ତି। ତପନ ଚାନ୍ଦ ଛାତ୍ର ଜୀବନରୁ ଏବିଭିପି, ଆରଏସଏସ ଏବଂ ଭାଜପା ସହିତ ଜଡିତ ଥିଲେ। ଏବିଭିପି ସମର୍ଥନରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରସଂସଦର ସଭାପତି ରୂପେ ମଧ୍ୟ ନିର୍ବାଚିତ ହୋଇଥିଲେ। The post ଭାଜପାରେ ମିଶିଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ appeared first on Dharitri Odia News.

ଭାଜପାରେ ମିଶିଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ

ଭୁବନେଶ୍ବର,୬।୩: ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ସେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଛନ୍ତି। ତପନ ଚାନ୍ଦ ଛାତ୍ର ଜୀବନରୁ ଏବିଭିପି, ଆରଏସଏସ ଏବଂ ଭାଜପା ସହିତ ଜଡିତ ଥିଲେ। ଏବିଭିପି ସମର୍ଥନରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରସଂସଦର ସଭାପତି ରୂପେ ମଧ୍ୟ ନିର୍ବାଚିତ ହୋଇଥିଲେ।

The post ଭାଜପାରେ ମିଶିଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ appeared first on Dharitri Odia News.