ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର,୫।୪: ଭାଜପାରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ଶୁକ୍ରବାର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସେ ଭାଜପାରେ ସାମିଲହୋଇଛନ୍ତି। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର। ତେଣୁ ସେ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି। The post ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ appeared first on Dharitri Odia News.

ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର,୫।୪: ଭାଜପାରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ। ଶୁକ୍ରବାର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସେ ଭାଜପାରେ ସାମିଲହୋଇଛନ୍ତି। ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର। ତେଣୁ ସେ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି।

The post ଭାଜପାରେ ମିଶିଲେ ପୂର୍ବତନ ଜିଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ appeared first on Dharitri Odia News.