ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍‌ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ପ୍ରଶାନ୍ତଙ୍କୁ ଦଳରେ ସାମିଲ କରାଯିବା ନିଷ୍ପତ୍ତି ନେଇ ସ୍ଥାନୀୟ ଅଞ୍ଚଳର ଭାଜପା କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଦିଲ୍ଲୀ ହାଇକମାଣ୍ଡଙ୍କ ନିଷ୍ପତ୍ତି ଆଗରେ କେହି ମୁହଁ […] The post ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ appeared first on Dharitri Odia News.

ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍‌ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ପ୍ରଶାନ୍ତଙ୍କୁ ଦଳରେ ସାମିଲ କରାଯିବା ନିଷ୍ପତ୍ତି ନେଇ ସ୍ଥାନୀୟ ଅଞ୍ଚଳର ଭାଜପା କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଦିଲ୍ଲୀ ହାଇକମାଣ୍ଡଙ୍କ ନିଷ୍ପତ୍ତି ଆଗରେ କେହି ମୁହଁ ଖୋଲିବାକୁ ନାରାଜ।

The post ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ appeared first on Dharitri Odia News.