ଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ
ଢେଙ୍କାନାଳ,୪ା୩(ରତନ ନାୟାର): ଢେଙ୍କାନାଳ ଭାଜପା ଜିଲା କାର୍ଯ୍ୟାଳୟ ପରିସରରେ ସୋମବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ଓ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକଙ୍କ ସମେତ ତାଙ୍କର ସମର୍ଥକ ଓ ବିଜେଡିରୁ ନିଲମ୍ବିତ ହୋଇଥିବା କଙ୍କଡ଼ାହାଡ଼ ବ୍ଲକର ପୂର୍ବତନ ଅଧ୍ୟକ୍ଷ କାର୍ତ୍ତିକ ସାହୁ ନିଜର ବହୁ ସମର୍ଥକଙ୍କ ସହ ଭାଜପାରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ନିକଟରେ […] The post ଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ appeared first on Dharitri Odia News.
ଢେଙ୍କାନାଳ,୪ା୩(ରତନ ନାୟାର): ଢେଙ୍କାନାଳ ଭାଜପା ଜିଲା କାର୍ଯ୍ୟାଳୟ ପରିସରରେ ସୋମବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ଓ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକଙ୍କ ସମେତ ତାଙ୍କର ସମର୍ଥକ ଓ ବିଜେଡିରୁ ନିଲମ୍ବିତ ହୋଇଥିବା କଙ୍କଡ଼ାହାଡ଼ ବ୍ଲକର ପୂର୍ବତନ ଅଧ୍ୟକ୍ଷ କାର୍ତ୍ତିକ ସାହୁ ନିଜର ବହୁ ସମର୍ଥକଙ୍କ ସହ ଭାଜପାରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ନିକଟରେ ଭାଜପାରେ ଯୋଗ ଦେଇଥିବା ପୂର୍ବତନ ବିଧାୟକ ନବୀନ ନନ୍ଦ ମଧ୍ୟ ଉପସ୍ଥିତ ଥିଲେ।
The post ଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ appeared first on Dharitri Odia News.