ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ
ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା ଟିକେଟ୍ ଦେଇ ଫେରାଇ ନେଇଥିଲା। The post ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ appeared first on Dharitri Odia News.
ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା ଟିକେଟ୍ ଦେଇ ଫେରାଇ ନେଇଥିଲା।
The post ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ appeared first on Dharitri Odia News.