ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ

ଭୁବନେଶ୍ୱର,୧୩।୪: ଭାଜପାରେ ସାମିଲ ହେଲେ ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ମାମୁ ଅଜୟ ନାୟକ। ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ଅଜୟ। ତେବେ ଶନିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗଦେଇଛନ୍ତି। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ। The post ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ appeared first on Dharitri Odia News.

ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ

ଭୁବନେଶ୍ୱର,୧୩।୪: ଭାଜପାରେ ସାମିଲ ହେଲେ ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ମାମୁ ଅଜୟ ନାୟକ। ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ଅଜୟ। ତେବେ ଶନିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗଦେଇଛନ୍ତି। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ।

The post ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ appeared first on Dharitri Odia News.