ଭାରତ-ଇଂଲଣ୍ଡ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଡେସ୍କ: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୋଳ ବିଧାୟକ ତଥା ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲମ୍ପିକ ଆସୋସିଏସନର ସଂପାଦକ ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ। […]

ଭାରତ-ଇଂଲଣ୍ଡ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଡେସ୍କ: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୋଳ ବିଧାୟକ ତଥା ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲମ୍ପିକ ଆସୋସିଏସନର ସଂପାଦକ ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମ୍ୟାଚର ପ୍ରଥମ ଟିକେଟ କିଣିଥିଲେ।