ଭାରତର ଏହି ଷ୍ଟାର କ୍ରିକେଟରଙ୍କ WhatsApp ଆକାଉଣ୍ଟ ହ୍ୟାକ୍, କଲେ ଏଭଳି ଅପିଲ୍…
ନୂଆଦିଲ୍ଲୀ,୧୯।୨: ଟିମ ଇଣ୍ଡିଆର ପୂର୍ବତନ ଖେଳାଳି ମହମ୍ମଦ କୈଫ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ତାଙ୍କର WhatsApp ଆକାଉଣ୍ଟ ହ୍ୟାକ୍ ହୋଇଯାଇଛି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ପ୍ରଶଂସକମାନଙ୍କୁ ଏହି ସୂଚନା ଦେଇଛନ୍ତି। ଏହା ବ୍ୟତୀତ ସେ ଏକ ଅପିଲ ମଧ୍ୟ କରିଛନ୍ତି। ମହମ୍ମଦ କୈଫ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ’ନମସ୍କାର, ମୋର WhatsApp ହ୍ୟାକ୍ ହୋଇଯାଇଛି।’ ଆପଣଙ୍କୁ ଅନୁରୋଧ କରୁଛି ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରନ୍ତୁ […] The post ଭାରତର ଏହି ଷ୍ଟାର କ୍ରିକେଟରଙ୍କ WhatsApp ଆକାଉଣ୍ଟ ହ୍ୟାକ୍, କଲେ ଏଭଳି ଅପିଲ୍… appeared first on Dharitri Odia News.
ନୂଆଦିଲ୍ଲୀ,୧୯।୨: ଟିମ ଇଣ୍ଡିଆର ପୂର୍ବତନ ଖେଳାଳି ମହମ୍ମଦ କୈଫ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ତାଙ୍କର WhatsApp ଆକାଉଣ୍ଟ ହ୍ୟାକ୍ ହୋଇଯାଇଛି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ପ୍ରଶଂସକମାନଙ୍କୁ ଏହି ସୂଚନା ଦେଇଛନ୍ତି। ଏହା ବ୍ୟତୀତ ସେ ଏକ ଅପିଲ ମଧ୍ୟ କରିଛନ୍ତି।
ମହମ୍ମଦ କୈଫ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ’ନମସ୍କାର, ମୋର WhatsApp ହ୍ୟାକ୍ ହୋଇଯାଇଛି।’ ଆପଣଙ୍କୁ ଅନୁରୋଧ କରୁଛି ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରନ୍ତୁ ନାହିଁ ଏବଂ କାହାକୁ ବିଶ୍ୱାସ କରନ୍ତୁ ନାହିଁ। ମୋ WhatsApp ରୁ ଭୁଲ ସୂଚନା ଯାଉଛି। ଧନ୍ୟବାଦ।’
କହିରଖୁଛୁ,ପ୍ରତିଦିନ କୋଟି କୋଟି ବ୍ୟବହାରକାରୀ ଏହି ଆପ୍ରେ ସକ୍ରିୟ ରହୁଛନ୍ତି। ଏହି କାରଣରୁ ହ୍ୟାକର୍ସମାନେ ଏହି ଆପକୁ ନିଜର ନୂଆ ଠିକଣା କରିନେଇଛନ୍ତି। ତେବେ ଏହା ପ୍ରଥମ ଥର ନୁହେଁ, ଏହା ପୂର୍ବରୁ ମଧ୍ୟ ଅନେକ ବଡ଼ ଖେଳାଳିଙ୍କୁ ଏପରି ସମସ୍ୟାର ସମ୍ମୁଖୀନ ହେବାକୁ ପଡିଛି। କିନ୍ତୁ ଏଥର ମହମ୍ମଦ କୈଫ ଅସୁବିଧାରେ ପଡ଼ିଛନ୍ତି।
The post ଭାରତର ଏହି ଷ୍ଟାର କ୍ରିକେଟରଙ୍କ WhatsApp ଆକାଉଣ୍ଟ ହ୍ୟାକ୍, କଲେ ଏଭଳି ଅପିଲ୍… appeared first on Dharitri Odia News.