ଭାରତରେ ଆଶ୍ରୟ ନେଇଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ

ହିଂସା ଓ ବିଦ୍ରୋହ ଯୋଗୁ ମାତ୍ର କିଛି ମାସ ତଳେ ନିର୍ବାଚନ ଜିତିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସନା ଭୟରେ ଦେଶ ଛାଡ଼ିଛନ୍ତି।

ଭାରତରେ ଆଶ୍ରୟ ନେଇଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ

ହିଂସା ଓ ବିଦ୍ରୋହ ଯୋଗୁ ମାତ୍ର କିଛି ମାସ ତଳେ ନିର୍ବାଚନ ଜିତିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସନା ଭୟରେ ଦେଶ ଛାଡ଼ିଛନ୍ତି। ଦେଶ ଛାଡ଼ିବା ପୂର୍ବରୁ ସେ ବାଂଲାଦେଶ ସେନାର ନିର୍ଦ୍ଦେଶରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ରିପୋର୍ଟ ଅନୁସାରେ, ୭୬ ବର୍ଷୀୟ ହସିନା ଓ ତାଙ୍କ ଭଉଣୀ ମିଲିଟାରୀ ହେଲିକପ୍ଟରରେ ବାଂଲାଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଛନ୍ତି।