ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ସଂଚାର ବ୍ୟୁରୋ: ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ। ଦିଲ୍ଲୀରେ ଚିହ୍ନଟ ଆକ୍ରାନ୍ତ ମଙ୍କିପକ୍ସ ପଜିଟିଭ ଥିବା ଜଣାପଡ଼ିଛି। ସନ୍ଦେହରେ... The post ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ appeared first on .
ସଂଚାର ବ୍ୟୁରୋ: ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ। ଦିଲ୍ଲୀରେ ଚିହ୍ନଟ ଆକ୍ରାନ୍ତ ମଙ୍କିପକ୍ସ ପଜିଟିଭ ଥିବା ଜଣାପଡ଼ିଛି। ସନ୍ଦେହରେ ସଂଗରୋଧରେ ବ୍ଯକ୍ତି ଜଣଙ୍କୁ ରଖାଯାଇଛି। ତେବେ ସନ୍ଦିଗ୍ଧ ଜଣଙ୍କର ରିପୋର୍ଟ ନୂଆ ଷ୍ଟ୍ରେନର ନଥିବା ଜଣାପଡିଛି। ଏହି ଷ୍ଟ୍ରେନରେ ଏତେଟା ବିପଦ ନାହିଁ। ପ୍ରୋଟୋକଲ ଅନୁଯାୟୀ ଆଡଭାଇଜରି ଜାରି ହୋଇଛି। ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଜଳ, ସ୍ଥଳ, ଆକାଶ ଦେଇ ଆସୁଥିବା ସମସ୍ତ ଯାତ୍ରୀଙ୍କ ଉପରେ ନଜର ରଖାଯାଇଛି।ଚିହ୍ନଟ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ସ୍ଥିତି ତଦାରଖ କରାଯାଉଛି। ମଙ୍କିପକ୍ସ ରୋକିବାକୁ ପ୍ରତିଷେଧକମୂଳକ ପଦକ୍ଷେପ ସହ ଲକ୍ଷଣ ଏବଂ କାରଣ ଉପରେ ଅଧିକ ଗୁରୁତ୍ଵ ଦିଆଯାଉଛି।
The post ଭାରତରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ appeared first on .