ଭାରତୀୟ ଦଳରେ ଆର୍ଯ୍ୟନ

ଭୁବନେଶ୍ୱର, ୧୩।୭ (ତପନ ସ୍ବାଇଁ): ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ହ୍ୟାଣ୍ଡବଲ ଖେଳାଳି ଆର୍ଯ୍ୟନ ବ୍ରାହ୍ମିନଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ସେ ଶନିବାରଠାରୁ ୨୬ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଏସିଆନ ଜୁନିୟର ବାଳକ ହ୍ୟାଣ୍ଡବଲ ପ୍ରତିଯୋଗିତା ପାଇଁ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତା ଜୋର୍ଡାନର ଅମନଠାରେ ଅନୁଷ୍ଠିତ ହେବ। ଓଡ଼ିଶା ହ୍ୟାଣ୍ଡବଲ ସଂଘର ସମ୍ପାଦକ ମାନସ କୁମାର ସିଂ, ସଭାପତି ବିପ୍ଳବ ଚୌଧୁରୀ, କୋଷାଧ୍ୟକ୍ଷ ସିତେନ୍ଦ୍ରନାଥ ଦାସ, ଭୁବନେଶ୍ୱର […] The post ଭାରତୀୟ ଦଳରେ ଆର୍ଯ୍ୟନ appeared first on Dharitri Odia News.

ଭାରତୀୟ ଦଳରେ ଆର୍ଯ୍ୟନ

ଭୁବନେଶ୍ୱର, ୧୩।୭ (ତପନ ସ୍ବାଇଁ): ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ହ୍ୟାଣ୍ଡବଲ ଖେଳାଳି ଆର୍ଯ୍ୟନ ବ୍ରାହ୍ମିନଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ସେ ଶନିବାରଠାରୁ ୨୬ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଏସିଆନ ଜୁନିୟର ବାଳକ ହ୍ୟାଣ୍ଡବଲ ପ୍ରତିଯୋଗିତା ପାଇଁ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତା ଜୋର୍ଡାନର ଅମନଠାରେ ଅନୁଷ୍ଠିତ ହେବ। ଓଡ଼ିଶା ହ୍ୟାଣ୍ଡବଲ ସଂଘର ସମ୍ପାଦକ ମାନସ କୁମାର ସିଂ, ସଭାପତି ବିପ୍ଳବ ଚୌଧୁରୀ, କୋଷାଧ୍ୟକ୍ଷ ସିତେନ୍ଦ୍ରନାଥ ଦାସ, ଭୁବନେଶ୍ୱର ହ୍ୟାଣ୍ଡବଲ ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ନାୟକ ପ୍ରମୁଖ ଆର୍ଯ୍ୟନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

The post ଭାରତୀୟ ଦଳରେ ଆର୍ଯ୍ୟନ appeared first on Dharitri Odia News.