ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ୧୫ ଆହତ
ନୂଆପଡ଼ା,୧୨।୩(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ସୁନାପୁର ଗାଁ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଡିଜେ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ଏଥିମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ଏମାନଙ୍କୁ ନୂଆପଡ଼ା ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଏହି ଡିଜେ ଗାଡ଼ିଟି ଡୋଟୋ ଗାଁରୁ ତରବୋଡ଼ ଗାଁକୁ ଯାଉଥିଲା। The post ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ୧୫ ଆହତ appeared first on Dharitri Odia News.
ନୂଆପଡ଼ା,୧୨।୩(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ସୁନାପୁର ଗାଁ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଡିଜେ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ଏଥିମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ଏମାନଙ୍କୁ ନୂଆପଡ଼ା ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଏହି ଡିଜେ ଗାଡ଼ିଟି ଡୋଟୋ ଗାଁରୁ ତରବୋଡ଼ ଗାଁକୁ ଯାଉଥିଲା।
The post ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ୧୫ ଆହତ appeared first on Dharitri Odia News.