ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୩୦ ଆହତ

ରାଉରକେଲା,୧୧।୨(ଆଲୋକ ସ୍ବାଇଁ): ସୁନ୍ଦରଗଡ ଜିଲା ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଏକ ବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ରାଉରକେଲାରୁ ୩୫ରୁ ଯାତ୍ରୀଙ୍କୁ ନେଇ ବସ୍‌ଟି କୁସୁମୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। The post ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୩୦ ଆହତ appeared first on Dharitri Odia News.

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୩୦ ଆହତ

ରାଉରକେଲା,୧୧।୨(ଆଲୋକ ସ୍ବାଇଁ): ସୁନ୍ଦରଗଡ ଜିଲା ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଏକ ବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ରାଉରକେଲାରୁ ୩୫ରୁ ଯାତ୍ରୀଙ୍କୁ ନେଇ ବସ୍‌ଟି କୁସୁମୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

The post ଭାରସାମ୍ୟ ହରାଇ ଓଲଟିଲା ବସ୍‌: ୩୦ ଆହତ appeared first on Dharitri Odia News.