ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା କାର୍‌

ପାଟଣା,୧୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଇଦାନ କେଲ ଭାୟା କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା କେନାଲ ଭିତରକୁ ପଶିଯାଇଛି। ଦୁର୍ଘଟଣାରୁ କାର୍‌ ଚାଳକ ଏବଂ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। କାର୍‌ଟି କେନ୍ଦୁଝରରୁ ପାଟଣା ଆଡ଼କୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି କାରକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। The post ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା କାର୍‌ appeared first on Dharitri Odia News.

ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା କାର୍‌

ପାଟଣା,୧୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଇଦାନ କେଲ ଭାୟା କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା କେନାଲ ଭିତରକୁ ପଶିଯାଇଛି। ଦୁର୍ଘଟଣାରୁ କାର୍‌ ଚାଳକ ଏବଂ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। କାର୍‌ଟି କେନ୍ଦୁଝରରୁ ପାଟଣା ଆଡ଼କୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି କାରକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

The post ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା କାର୍‌ appeared first on Dharitri Odia News.