ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ

ମାଥିଲି ୨୫।୬: ମାଲକାନଗିରି ଜିଲ୍ଲା ସିଙ୍ଗଲବେଚା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍ । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇବା ସହ ତଦନ୍ତ ଜାରି ରଖିଛି ।You Can Read :ସୀମାନ୍ତରେ ଯବାନ-ମାଓବାଦୀ ଗୁଳିବିନିମୟ, ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ ନିହତ

ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ

ମାଥିଲି ୨୫।୬: ମାଲକାନଗିରି ଜିଲ୍ଲା ସିଙ୍ଗଲବେଚା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍ । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇବା ସହ ତଦନ୍ତ ଜାରି ରଖିଛି ।

You Can Read :

ସୀମାନ୍ତରେ ଯବାନ-ମାଓବାଦୀ ଗୁଳିବିନିମୟ, ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ ନିହତ