ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା ଗ୍ରସ୍ତ, ଯୁବକ ଗୁରୁତର

ପାଟଣା : କେନ୍ଦୁଝର ଜିଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ର ନିହ୍ନୁଆଁ ଛକ ନିକଟରେ ଆଜି ସଂନ୍ଧ୍ୟାରେ ଏକ ବାଇକ‌ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି।‌ ଦୁର୍ଘଟଣା ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ଠାକୁରମୁଣ୍ଡା ଥାନା କେଲପଶି ଗ୍ରାମର ଗିରିଶ ମହାନ୍ତ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଛି। […]

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା ଗ୍ରସ୍ତ, ଯୁବକ ଗୁରୁତର
ପାଟଣା : କେନ୍ଦୁଝର ଜିଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ର ନିହ୍ନୁଆଁ ଛକ ନିକଟରେ ଆଜି ସଂନ୍ଧ୍ୟାରେ ଏକ ବାଇକ‌ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି।‌ ଦୁର୍ଘଟଣା ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ଠାକୁରମୁଣ୍ଡା ଥାନା କେଲପଶି ଗ୍ରାମର ଗିରିଶ ମହାନ୍ତ ବୋଲି ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଛି। ସେ କେନ୍ଦୁଝର ରୁ ବାଇକ୍ ଯୋଗେ ନିଜ ଗ୍ରାମକୁ ଫେରୁଥିବା ସମୟରେ ନିହ୍ନୁଆଁ ଛକ ଠାରେ ଥିବା ହମ୍ପ ରେ ତାଙ୍କ ବାଇକ୍ ଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।