ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୨ ଆରୋହୀଙ୍କ ଜୀବନ

ବଲାଙ୍ଗିର ୧୩।୧୨: ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗୀର ଜିଲ୍ଲା ସାଲେଭଟା ଅଙ୍ଗନଦୀ ବ୍ରିଜ୍‌ରେ ଦୁର୍ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲା ସାଲେଭଟା ଅଙ୍ଗନଦୀ ବ୍ରିଜ୍‌ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ତମାମୁରା ଗ୍ରାମର ଅଭି ସୁନା ଓ ଅମିତ ସାହୁ ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତ ଯୁବକଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।You Can Read:ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରେଲର, ଅଳ୍ପକେ ବର୍ତ୍ତିଗଲେ

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୨ ଆରୋହୀଙ୍କ ଜୀବନ

ବଲାଙ୍ଗିର ୧୩।୧୨: ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗୀର ଜିଲ୍ଲା ସାଲେଭଟା ଅଙ୍ଗନଦୀ ବ୍ରିଜ୍‌ରେ ଦୁର୍ଘଟଣା ଘଟିଛି । 

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲା ସାଲେଭଟା ଅଙ୍ଗନଦୀ ବ୍ରିଜ୍‌ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ତମାମୁରା ଗ୍ରାମର ଅଭି ସୁନା ଓ ଅମିତ ସାହୁ ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତ ଯୁବକଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

You Can Read:

ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରେଲର, ଅଳ୍ପକେ ବର୍ତ୍ତିଗଲେ