ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି। The post ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ appeared first on Dharitri Odia News.

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।

The post ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ appeared first on Dharitri Odia News.