ଭିଜିଲାନ୍ସ ଜାଲରେ ITDA ପିଏ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ITDA ପିଏ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଣାଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼। ସେହିପରି ଭୁବନେଶ୍ୱର, ବାଲେଶ୍ଵର, ଯାଜପୁର ଓ ସୁନ୍ଦରଗଡ଼ରେ ଚଢ଼ାଉ କରୁଛି ଭିଜିଲାନ୍ସ । ରେଡରେ ଜଣେ ଅତିରିକ୍ତ ଏସପି, ତିନି […] The post ଭିଜିଲାନ୍ସ ଜାଲରେ ITDA ପିଏ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ appeared first on KNews Odisha.

ଭିଜିଲାନ୍ସ ଜାଲରେ ITDA ପିଏ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍
bonai 2

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ITDA ପିଏ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଣାଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼।

ସେହିପରି ଭୁବନେଶ୍ୱର, ବାଲେଶ୍ଵର, ଯାଜପୁର ଓ ସୁନ୍ଦରଗଡ଼ରେ ଚଢ଼ାଉ କରୁଛି ଭିଜିଲାନ୍ସ । ରେଡରେ ଜଣେ ଅତିରିକ୍ତ ଏସପି, ତିନି ଜଣ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି। ବିଶ୍ବଦର୍ଶୀଙ୍କ ଭୁବନେଶ୍ୱର ଓଲଡ଼ ଟାଉନରେ ଦୁଇ ମହଲା ଘର, ଲକ୍ଷ୍ମୀସାଗର ଭଗବାନ ଟାୱାରରେ ଫ୍ଲାଟ, ଖାରବେଳନଗର ଇଭିଓଏସ ଗାଲାକ୍ସିରେ ଫ୍ଲାଟ ଓ ବାଲେଶ୍ଵର ଏସ ଏନ ସେନ ରୋଡ଼ରେ ରହିଛି ଫ୍ଲାଟ।

 

ଆହୁରି ପଢ଼ନ୍ତୁ : ଯାତ୍ରା ଦେଖିବା ହେଲା କାଳ, ଗୋଟିଏ ରାତିରେ ୪ଟି ଘରେ କଳାକନା ବୁଲାଇଲେ ଚୋର

 

The post ଭିଜିଲାନ୍ସ ଜାଲରେ ITDA ପିଏ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ appeared first on KNews Odisha.