ଭିଜିଲାନ୍ସ ଜାଲରେ MVI

ନୟାଗଡ଼ : ଭିଜିଲାନ୍ସ ଜାଲରେ ଏମଭିଆଇ I ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କୁ ଆୟାବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ I ଆଜି ସକାଳୁ ତାଙ୍କ ଭୁବନେଶ୍ବରରେ ଥିବା ଭଡ଼ାଘର,ନିଶ୍ଚିନ୍ତକୋଇଲି ବାଲିଅପଦା ସ୍ଥିତ ଘର ସମେତ ୭ଟି ଜାଗାରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ।