ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଏକକାଳୀନ ୬ଟି ସ୍ଥାନରେ ଚଢାଉ
ଜୟପୁର: ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘରେ ଓ କାର୍ଯ୍ୟାଳୟରେ ରେଡ୍ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଯାଞ୍ଚ ବେଳେ ମିଳିଛି ନଗଦ ୩ ଲକ୍ଷ ୫୦ ହଜାର ଟଙ୍କା । ଜୟପୁର ପିଆର ପେଟାରେ ଥିବା ପୈତୃକ ଘର, ଗୋଲଡେନ ହାଇଟ ଆପାର୍ଟମେଂଟରେ ଥିବା ଦୁଇଟି ଫ୍ଲାଟରେ ଚାଲିଛି ଚଢାଉ । […] The post ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଏକକାଳୀନ ୬ଟି ସ୍ଥାନରେ ଚଢାଉ appeared first on KNews Odisha.

ଜୟପୁର: ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘରେ ଓ କାର୍ଯ୍ୟାଳୟରେ ରେଡ୍ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଯାଞ୍ଚ ବେଳେ ମିଳିଛି ନଗଦ ୩ ଲକ୍ଷ ୫୦ ହଜାର ଟଙ୍କା । ଜୟପୁର ପିଆର ପେଟାରେ ଥିବା ପୈତୃକ ଘର, ଗୋଲଡେନ ହାଇଟ ଆପାର୍ଟମେଂଟରେ ଥିବା ଦୁଇଟି ଫ୍ଲାଟରେ ଚାଲିଛି ଚଢାଉ । ସେହିପରି ବନେଶ୍ୱର ରଘୁନାଥପୁରରେ ଥିବା ଭାଇଙ୍କ ଫ୍ଲାଟରେ ମଧ୍ୟ ଚାଲିଛି ରେଡ୍ । ଜୟପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ ଚାଲିଛି । ସାମିଲ ଅଛନ୍ତି ୬ ଡ଼ିଏସପି, ୫ ଇନିସ୍ପେକ୍ଟରଙ୍କ ସମେତ ୯ଜଣ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ।
ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଭାରପ୍ରାପ୍ତ ବିଭାଗୀୟ ମୁଖ୍ୟଙ୍କ ମାନସିକ ନିର୍ଯ୍ୟାତନା ଅଭିଯୋଗ, ସମାଧାନ ନହେଲେ ଆନ୍ଦୋଳନ…
The post ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଏକକାଳୀନ ୬ଟି ସ୍ଥାନରେ ଚଢାଉ appeared first on KNews Odisha.