ଭିଜିଲାନ୍ସ ଜାଲରେ ନୂଆପଡ଼ା MVI ବିନୟ ବେହୁରିଆ, ଲକ୍ଷେ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ବର ୭।୯: ଟଙ୍କା ସହ ଧରାପଡ଼ିଛନ୍ତି ନୂଆପଡା ଏମ୍‌ଭିଆଇ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଭିଜିଲାନ୍ସ ହାତରେ ନୂଆପଡ଼ା ଏମ୍‌ଭିଆଇ ବିଜୟ ବେହୁରିଆ ଧରାପଡିଛନ୍ତି । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛନ୍ତି । ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିନୟ । ଉକ୍ତ ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି । ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଏମ୍‌ଭିଆଇଙ୍କ ୫ଟି ସ୍ଥାନରେ ରେଡ୍‌ କରୁଛି ।You Can Read:ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଘଟଣାସ୍ଥଳରେ ଚାଲିଗଲା ଦୁଇ ଜଣଙ୍କ ଜୀବନ 

ଭିଜିଲାନ୍ସ ଜାଲରେ ନୂଆପଡ଼ା MVI ବିନୟ ବେହୁରିଆ, ଲକ୍ଷେ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ବର ୭।୯: ଟଙ୍କା ସହ ଧରାପଡ଼ିଛନ୍ତି ନୂଆପଡା ଏମ୍‌ଭିଆଇ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଭିଜିଲାନ୍ସ ହାତରେ ନୂଆପଡ଼ା ଏମ୍‌ଭିଆଇ ବିଜୟ ବେହୁରିଆ ଧରାପଡିଛନ୍ତି । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛନ୍ତି । ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିନୟ । ଉକ୍ତ ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି । ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଏମ୍‌ଭିଆଇଙ୍କ ୫ଟି ସ୍ଥାନରେ ରେଡ୍‌ କରୁଛି ।

You Can Read:

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଘଟଣାସ୍ଥଳରେ ଚାଲିଗଲା ଦୁଇ ଜଣଙ୍କ ଜୀବନ