ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ; ଘରୁ ବାହାରିଲା ପୁଳା ପୁଳା ସୁନା

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ; ଘରୁ ବାହାରିଲା ପୁଳା ପୁଳା ସୁନା

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି । ଚଢ଼ାଉ ବେଳେ ଭୁବନେଶ୍ୱରରେ ୩ ମହଲା କୋଠା, ଭଦ୍ରକରେ ୩ ମହଲା କୋଠା, ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଗୋଟିଏ ଆପାର୍ଟମେଣ୍ଟ, ପାଣ୍ଡରାରେ ଗୋଟିଏ ଫ୍ଲାଟ ଓ ଢେଙ୍କାନାଳରେ ଗୋଟିଏ କ୍ରସର ଥିବା ଜଣାଯାଇଛି। ଦେଖନ୍ତୁ ପୂରା ରିପୋର୍ଟ।