ଭିଜିଲାନ୍ସ ଭୁବନେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ... The post ଭିଜିଲାନ୍ସ ଭୁବନେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ appeared first on .

ଭିଜିଲାନ୍ସ ଭୁବନେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର  ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ରେଡ଼ । ଅନୁଗୁଳ ଜିଲ୍ଲାର ୪ଟି ସ୍ଥାନରେ ରେଡ଼ ଚାଲିଥିବା ସୂଚନା ମିଳିଛି । ଅନୁଗୁଳ କାରଡ଼ାଗାଡ଼ିଆ ସ୍ଥିତ ବାସଭବନରେ ଢେଙ୍କାନାଳ ଭିଜିଲାନ୍ସ ବିଭାଗ DSP ଅନୁଷ୍କା ସେନାପତିଙ୍କ ନେତୃତ୍ୱରେ ଅନୁଗୋଳ, ଢେ଼ଙ୍କାନାଳ, କଟକ ଟିମର ୮ଜଣିଆ ସଦସ୍ୟ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।

ଅନୁଗୁଳ ଜିଲ୍ଲାର କରଡ଼ାଗାଡ଼ିଆ, ଲକେଇପସି, ମଟିଆସାହି ଏବଂ ଶିକ୍ଷକପଡ଼ାରେ ଚଢ଼ାଉ ଜାରି ରହିଛି। ଘରୁ ବହୁ ନଗଦ ମିଳିଥିବାର ସୂଚନା ମିଳିଛି।

The post ଭିଜିଲାନ୍ସ ଭୁବନେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ appeared first on .