ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର,୯।୮: ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ। ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଶ୍ମଶାନ ଉନ୍ନତୀକରଣ କାମର ବିଲ୍‌ କରାଇବାକୁ ଲାଞ୍ଚ ନେଉଥିଲା ବେଳେ ଧରାପଡ଼ିଛନ୍ତି। The post ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ appeared first on Dharitri Odia News.

ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର,୯।୮: ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ। ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଶ୍ମଶାନ ଉନ୍ନତୀକରଣ କାମର ବିଲ୍‌ କରାଇବାକୁ ଲାଞ୍ଚ ନେଉଥିଲା ବେଳେ ଧରାପଡ଼ିଛନ୍ତି।

The post ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ appeared first on Dharitri Odia News.