ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇଦେବାକୁ ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର,୩୧।୧(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜୟପୁରସ୍ଥିତ ଭଗବାନ ମହାବୀର ବିକଳାଙ୍ଗ ସହାୟକ ସମିତି ମଧ୍ୟରେ ଏକ ରାଜିନାମା ବୁଧବାର ସ୍ବାକ୍ଷରିତ ହୋଇଛି। ବିଶ୍ୱ ପ୍ରସିଦ୍ଧ ଜୟପୁର ଫୁଟର ସମ୍ପୃକ୍ତ ସଂଗଠନ ଉପରୋକ୍ତ ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଯୋଗାଇଦେବ ବୋଲି ଏହି ରାଜିନାମାରେ ଉଲ୍ଲେଖ କରାଯାଇଛି। ରାଜିମାନା ସ୍ବାକ୍ଷର ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଆଶୋକ ଚନ୍ଦ୍ର ପଣ୍ଡା ଓ […] The post ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇଦେବାକୁ ବୁଝାମଣା ପତ୍ର ସ୍ବାକ୍ଷରିତ appeared first on Dharitri Odia News.

ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇଦେବାକୁ ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ବର,୩୧।୧(ଅସମାପିକା ସାହୁ): ରାଜ୍ୟ ସରକାରଙ୍କର ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜୟପୁରସ୍ଥିତ ଭଗବାନ ମହାବୀର ବିକଳାଙ୍ଗ ସହାୟକ ସମିତି ମଧ୍ୟରେ ଏକ ରାଜିନାମା ବୁଧବାର ସ୍ବାକ୍ଷରିତ ହୋଇଛି। ବିଶ୍ୱ ପ୍ରସିଦ୍ଧ ଜୟପୁର ଫୁଟର ସମ୍ପୃକ୍ତ ସଂଗଠନ ଉପରୋକ୍ତ ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଯୋଗାଇଦେବ ବୋଲି ଏହି ରାଜିନାମାରେ ଉଲ୍ଲେଖ କରାଯାଇଛି।
ରାଜିମାନା ସ୍ବାକ୍ଷର ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଆଶୋକ ଚନ୍ଦ୍ର ପଣ୍ଡା ଓ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଉପସ୍ଥିତ ଥିଲେ।

The post ଭିନ୍ନକ୍ଷମମାନଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇଦେବାକୁ ବୁଝାମଣା ପତ୍ର ସ୍ବାକ୍ଷରିତ appeared first on Dharitri Odia News.