ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ ଉତ୍କଳ ହସ୍ପିଟାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ
କନକ ବ୍ୟୁରୋ : ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍କଳ ହସ୍ପିଟାଲ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ହସ୍ପିଟାଲର ଡକ୍ଟର, ସ୍ଟାଫ, ରୋଗୀମାନଙ୍କ ପରିଜନମାନେ ଏବଂ ଅନେକ ଜନସାଧାରଣ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ପିଟାଲର ମ୍ୟାନେଜିଙ୍ଗ ଡିରେକ୍ଟର,ଡକ୍ଟର ପ୍ରଜ୍ଞାନ ରଞ୍ଜନ ଘଡାଇ ଉପସ୍ଥିତ ଜନସାଧାରଣ ଏବଂ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ ଜନସାଧାରଣଙ୍କର ସେବାରେ ବ୍ରତୀ ହେବା ପାଇଁ କହିଥିଲେଏବଂ ଦେଶର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ […] The post ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ ଉତ୍କଳ ହସ୍ପିଟାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ first appeared on Kanak News.

କନକ ବ୍ୟୁରୋ : ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍କଳ ହସ୍ପିଟାଲ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ହସ୍ପିଟାଲର ଡକ୍ଟର, ସ୍ଟାଫ, ରୋଗୀମାନଙ୍କ ପରିଜନମାନେ ଏବଂ ଅନେକ ଜନସାଧାରଣ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ପିଟାଲର ମ୍ୟାନେଜିଙ୍ଗ ଡିରେକ୍ଟର,ଡକ୍ଟର ପ୍ରଜ୍ଞାନ ରଞ୍ଜନ ଘଡାଇ ଉପସ୍ଥିତ ଜନସାଧାରଣ ଏବଂ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ ଜନସାଧାରଣଙ୍କର ସେବାରେ ବ୍ରତୀ ହେବା ପାଇଁ କହିଥିଲେଏବଂ ଦେଶର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ପାଇଁ ପ୍ରବର୍ତ୍ତାଇ ଥିଲେ। ଏହି ଅବସରରେ ମିଷ୍ଟାନ ବଣ୍ଟନ କରଯାଇଥିଲା।
The post ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ ଉତ୍କଳ ହସ୍ପିଟାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ first appeared on Kanak News.