ଭୁବନେଶ୍ବରରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଉଦଘାଟିତ
ଭୁବନେଶ୍ବର: ଭୁବନେଶ୍ବରରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଉଦଘାଟିତ । ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏହି ମେଳା କିଟ୍ ବିଶ୍ଵ ବିଦ୍ୟାଳୟରେ ଆୟୋଜନ କରାଯାଇଛି । ମୁଖ୍ୟ ଅତିଥି ଭାବେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ବି.ଏଲ. ବର୍ମା ଏହାକୁ ଉଦଘାଟନ କରିଛନ୍ତି । ଏଥିରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ସହ ଦିବ୍ୟାଙ୍ଗ ଜନ […] The post ଭୁବନେଶ୍ବରରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଉଦଘାଟିତ appeared first on KNews Odisha.

ଭୁବନେଶ୍ବର: ଭୁବନେଶ୍ବରରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଉଦଘାଟିତ । ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏହି ମେଳା କିଟ୍ ବିଶ୍ଵ ବିଦ୍ୟାଳୟରେ ଆୟୋଜନ କରାଯାଇଛି । ମୁଖ୍ୟ ଅତିଥି ଭାବେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ବି.ଏଲ. ବର୍ମା ଏହାକୁ ଉଦଘାଟନ କରିଛନ୍ତି ।
ଏଥିରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ସହ ଦିବ୍ୟାଙ୍ଗ ଜନ ରୋଜଗାର ମେଳା ମଧ୍ୟମରେ ସେମାନଙ୍କୁ ରୋଜଗାର ଦେବାର ବ୍ୟବସ୍ଥା ରହିଛି । ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ଉତ୍ତରାଖଣ୍ଡ ଏବଂ ଓଡ଼ିଶା ଭଳି ୬ଟି ରାଜ୍ୟରେ ଦିବ୍ୟାଙ୍ଗ ଓ ଦିବ୍ୟାଙ୍ଗ ପାଇଁ କାର୍ଯ୍ୟ କରୁଥିବା ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯୋଗ ଦେଇଛନ୍ତି । ଆଜିଠାରୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ।
The post ଭୁବନେଶ୍ବରରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଉଦଘାଟିତ appeared first on KNews Odisha.