ଭୁବନେଶ୍ବରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କର ପାର୍ଥିବ ଶରୀର

ଆଜି ଅପରାହ୍ନରେ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠି ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପହଞ୍ଚିଥିଲେ ଦଳ ମତ ନିର୍ବିଶେଷରେ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି।

ଭୁବନେଶ୍ବରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କର ପାର୍ଥିବ ଶରୀର
Array