ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍ସ
ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍ସ। ଆଜି ଭୁବନେଶ୍ବରର ଏକ ତାକରା ହୋଟେଲରେ ରାତ୍ରୀ ଯାପନ କରିବେ। ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ ଗେଟ୍ସ ଆସନ୍ତାକାଲି କୃଷି ଭବନ ପରିଦର୍ଶନ କରିବେ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି।