ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହେଲା ଗଣତନ୍ତ୍ର ଦିବସ

ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ।

ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହେଲା ଗଣତନ୍ତ୍ର ଦିବସ

ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀରୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ। ସେହିଭଳି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ। ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏଥର ପରେଡର ନେତୃତ୍ୱ ନେଇଛନ୍ତି IPS ଅଫିସର ଏ.ବି. ଶିଳ୍ପା ।