ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ । ସୂଚନାଯୋଗ୍ୟ, ୨୦୧୭ରେ ବିଲ ଆଣ୍ଡ ମେଲିଣ୍ଡା ଫାଉଣ୍ଡେସନ ସହ ଓଡିଶା ସରକାରଙ୍କର ଚୁକ୍ତି ହୋଇଥିଲା । କୃଷିରେ ଉନ୍ନତି ପାଇଁ ରାଜ୍ୟ ସରକାର ଚୁକ୍ତି କରିଥିଲେ । ଯାହା ଜରିଆରେ ବୈଷୟିକ […] The post ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ appeared first on Dharitri Odia News.

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ ।

ସୂଚନାଯୋଗ୍ୟ, ୨୦୧୭ରେ ବିଲ ଆଣ୍ଡ ମେଲିଣ୍ଡା ଫାଉଣ୍ଡେସନ ସହ ଓଡିଶା ସରକାରଙ୍କର ଚୁକ୍ତି ହୋଇଥିଲା । କୃଷିରେ ଉନ୍ନତି ପାଇଁ ରାଜ୍ୟ ସରକାର ଚୁକ୍ତି କରିଥିଲେ । ଯାହା ଜରିଆରେ ବୈଷୟିକ ପ୍ରଣାଳୀରେ କ୍ଷୁଦ୍ରକ୍ଷୁଚାଷୀଙ୍କ ଆୟ ବୃଦ୍ଧି କରାଯିବା ନେଇ ଯୋଜନା ହୋଇଥିଲା । ବିଲ ଗେଟ୍ସ ଫାଉଣ୍ଡେସନ ଏଥିପାଇଁ ବୈଷୟିକ ସହାୟତା ଯୋଗାଉଛି । ରାଜ୍ୟରେ କୃଷି ବିକାଶ କିପରି ହେବ ତାହାର ଅନୁଧ୍ୟାନ କରିବା ସହ ବିଶେଷକରି କୃଷି ବିଭାଗ କିପରି ଯୋଜନା ଲାଗୁ ତାହା ଅନୁଧ୍ୟାନ କରିବେ।

The post ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ appeared first on Dharitri Odia News.