ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା ବେଳେ ଜଣେ ଶିଶୁଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିଲା। ଟ୍ରେନ୍‌ ବଗିରେ ନିଆଁ ଦେଖି ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଥଲା। ଯାତ୍ରୀମାନେ ସମ୍ପୃକ୍ତ ବଗି ଛାଡ଼ି ଅନ୍ୟ ବଗିକୁ ପଳାଇଥିଲେ। ସେହିପରି ଆଉକେତେଜଣ ଯାତ୍ରୀ ତଳକୁ ଓହ୍ଲାଇପଡିଥିଲେ। ସନ୍ଧ୍ୟା ପ୍ରାୟ ୬ଟାରେ ଏହି ଘଟଣା ଘଟିଥିଲା ଘଟିଥିବା […] The post ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ appeared first on Dharitri Odia News.

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା ବେଳେ ଜଣେ ଶିଶୁଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିଲା। ଟ୍ରେନ୍‌ ବଗିରେ ନିଆଁ ଦେଖି ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଥଲା। ଯାତ୍ରୀମାନେ ସମ୍ପୃକ୍ତ ବଗି ଛାଡ଼ି ଅନ୍ୟ ବଗିକୁ ପଳାଇଥିଲେ। ସେହିପରି ଆଉକେତେଜଣ ଯାତ୍ରୀ ତଳକୁ ଓହ୍ଲାଇପଡିଥିଲେ।

ସନ୍ଧ୍ୟା ପ୍ରାୟ ୬ଟାରେ ଏହି ଘଟଣା ଘଟିଥିଲା ଘଟିଥିବା ବେଳେ ୬ଟା ୩୦ ପର୍ଯ୍ୟନ୍ତ ଟ୍ରେନଟି ଅଟକି ରହିଥିଲା। ତେବେ ଉକ୍ତ ବଗିରେ ଯାନ୍ତ୍ରିକ ତ୍ରୁଟିରୁ ଅଗ୍ନିକାଣ୍ଡ ଘଟିଥିଲା ଓ ପଦକ୍ଷେପ ପରେ ଟ୍ରେନ୍‌ଟି ଖୋର୍ଦ୍ଧା ଅଭିମୁଖେ ଯାତ୍ରା କରିଥିବା ପୂର୍ବତଟ ରେଳପଥର ବରିଷ୍ଠ ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।

The post ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ appeared first on Dharitri Odia News.