ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ

ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍‌ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ ଅଗ୍ନିଶମ ବାହନୀ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। The post ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ appeared first on Dharitri Odia News.

ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ

ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍‌ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି।

ଖବର ପାଇ ଅଗ୍ନିଶମ ବାହନୀ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି।

The post ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ appeared first on Dharitri Odia News.