ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ; ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୁଲିସ
କନକ ବ୍ୟୁରୋ : ଶନିବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ଡିଜିପି ସମ୍ମିଳନୀ । ଏଥିଲାଗି କାଲି ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୁଲିସ । ଆସନ୍ତୁ ଜାଣିବା କାଲି କେଉଁଠି କେଉଁଠି ଟ୍ରାଫିକ କଟକଣା ରହିବ -ଦିନ ଗୋଟାରୁ ୨ଟା: ଏୟାରପୋର୍ଟ ଛକରୁ ପିଏମଜି ଛକ ଭାୟା ହସପିଟାଲ ଛକ ଓ ଏ.ଜି ଛକରେ ଗାଡି ଚଳାଚଳ ବନ୍ଦ -ଅପରାହ୍ନ ୪ଟା ୪୫ରୁ ୫ଟା୨୫:ଏୟାରପୋର୍ଟ ଛକ , ହସପିଟାଲ ଛକ, ଏଜି ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା -ସନ୍ଧ୍ୟା ୬ଟାରୁ ୬ଟା ୪୫: ରାଜଭବନ ଛକ, ଏଜି ଛକ, ହାଉସିଂ ବୋର୍ଡ ଛକ, ରାମମନ୍ଦିର ଛକ , ମାଷ୍ଟର କ୍ୟାଂଟିନ ଛକ -ସନ୍ଧ୍ୟା ୭ଟା୩୦ରୁ ୮.୨୦: ଏଜି ଛକ, ରବୀନ୍ଦ୍ରମଣ୍ଡପ ଛକ, ୧୨୦ ବାଟାଲିୟନ ଛକ, ଜୟଦେବ ବିହାର, ନାଲକୋ ଛକ -ରାତି ୮ଟା୨୫ରୁ ୮ଟା ୫୦: ରାଜଭବନ ଛକ, ଏଜି ଛକ, ହାଉସିଂ ବୋର୍ଡ ଛକ, ରାମମନ୍ଦିର ଛକ , ମାଷ୍ଟର କ୍ୟାଂଟିନ ଛକ ସେପଟେ ଡିଜିପି ସମ୍ମଳନୀକୁ ଭଣ୍ଡୁର କରିବାକୁ ଯୋଜନା କରିଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତ୍ୱନ୍ତ ସିଂହ ପନ୍ନୁ । ଏକ ଭିଡିଓ ବାର୍ତ୍ତା ଜାରି କରି ପନ୍ନୁନ ଏହି ଧମକ ଦେଇଛି ।

କନକ ବ୍ୟୁରୋ : ଶନିବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ଡିଜିପି ସମ୍ମିଳନୀ । ଏଥିଲାଗି କାଲି ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୁଲିସ । ଆସନ୍ତୁ ଜାଣିବା କାଲି କେଉଁଠି କେଉଁଠି ଟ୍ରାଫିକ କଟକଣା ରହିବ
-ଦିନ ଗୋଟାରୁ ୨ଟା: ଏୟାରପୋର୍ଟ ଛକରୁ ପିଏମଜି ଛକ ଭାୟା ହସପିଟାଲ ଛକ ଓ ଏ.ଜି ଛକରେ ଗାଡି ଚଳାଚଳ ବନ୍ଦ
-ଅପରାହ୍ନ ୪ଟା ୪୫ରୁ ୫ଟା୨୫:ଏୟାରପୋର୍ଟ ଛକ , ହସପିଟାଲ ଛକ, ଏଜି ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା
-ସନ୍ଧ୍ୟା ୬ଟାରୁ ୬ଟା ୪୫: ରାଜଭବନ ଛକ, ଏଜି ଛକ, ହାଉସିଂ ବୋର୍ଡ ଛକ, ରାମମନ୍ଦିର ଛକ , ମାଷ୍ଟର କ୍ୟାଂଟିନ ଛକ
-ସନ୍ଧ୍ୟା ୭ଟା୩୦ରୁ ୮.୨୦: ଏଜି ଛକ, ରବୀନ୍ଦ୍ରମଣ୍ଡପ ଛକ, ୧୨୦ ବାଟାଲିୟନ ଛକ, ଜୟଦେବ ବିହାର, ନାଲକୋ ଛକ
-ରାତି ୮ଟା୨୫ରୁ ୮ଟା ୫୦: ରାଜଭବନ ଛକ, ଏଜି ଛକ, ହାଉସିଂ ବୋର୍ଡ ଛକ, ରାମମନ୍ଦିର ଛକ , ମାଷ୍ଟର କ୍ୟାଂଟିନ ଛକ
ସେପଟେ ଡିଜିପି ସମ୍ମଳନୀକୁ ଭଣ୍ଡୁର କରିବାକୁ ଯୋଜନା କରିଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତ୍ୱନ୍ତ ସିଂହ ପନ୍ନୁ । ଏକ ଭିଡିଓ ବାର୍ତ୍ତା ଜାରି କରି ପନ୍ନୁନ ଏହି ଧମକ ଦେଇଛି ।