ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର, ଏଠାରେ ହେବ ଶେଷକୃତ୍ୟ
ଭୁବନେଶ୍ୱର,୨୮।୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। The post ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର, ଏଠାରେ ହେବ ଶେଷକୃତ୍ୟ appeared first on Dharitri Odia News.
ଭୁବନେଶ୍ୱର,୨୮।୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।
The post ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର, ଏଠାରେ ହେବ ଶେଷକୃତ୍ୟ appeared first on Dharitri Odia News.