ଭୁଲିହେବନି ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ
ଭଞ୍ଜନଗର,୨୩/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନୁଆ କୋର୍ଟ କୋଠା ପରିସରରେ ସୋମବାର ଡ, ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବର୍ଗତ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନୀ ସମ୍ପର୍କରେ କହିଥିଲେ। ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଭାପତି ନୀଳ ମାଧବ ପାତ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ, […] The post ଭୁଲିହେବନି ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ appeared first on Dharitri Odia News.
ଭଞ୍ଜନଗର,୨୩/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନୁଆ କୋର୍ଟ କୋଠା ପରିସରରେ ସୋମବାର ଡ, ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବର୍ଗତ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୀବନୀ ସମ୍ପର୍କରେ କହିଥିଲେ। ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଭାପତି ନୀଳ ମାଧବ ପାତ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ, ମାନସ ଜେନା, ସନ୍ତୋଷ ପାଳ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ।
The post ଭୁଲିହେବନି ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ appeared first on Dharitri Odia News.