ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ

ଗ୍ୟାଙ୍ଗଟକ୍‌,୧୨।୧୧: ଥରିଲା ସିକ୍କିମ। ମଙ୍ଗଳବାର ଅପରାହ୍ନରେ ରାଜ୍ୟର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ଥିବା ଜଣାପଡ଼ିଛି। ତେବେ ଭୂକମ୍ପରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ତେବେ ଗ୍ୟାଙ୍ଗଟକ୍‌ରେ ୫ କିମି ତଳେ ଭୂକମ୍ପ ଝଟ୍‌କା ଆସିଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। EQ of M: 3.5, On: 12/11/2024 14:00:36 IST, Lat: 27.29 N, Long: 88.46 […] The post ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ appeared first on Dharitri Odia News.

ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ

ଗ୍ୟାଙ୍ଗଟକ୍‌,୧୨।୧୧: ଥରିଲା ସିକ୍କିମ। ମଙ୍ଗଳବାର ଅପରାହ୍ନରେ ରାଜ୍ୟର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ଥିବା ଜଣାପଡ଼ିଛି। ତେବେ ଭୂକମ୍ପରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ତେବେ ଗ୍ୟାଙ୍ଗଟକ୍‌ରେ ୫ କିମି ତଳେ ଭୂକମ୍ପ ଝଟ୍‌କା ଆସିଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

The post ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ appeared first on Dharitri Odia News.