ଭେଣ୍ଡିଆ ପାଉଛନ୍ତି ବାର୍ଦ୍ଧକ୍ୟ ଭତ୍ତା
ଏଭଳି ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଅର୍ଗଳ ପଞ୍ଚାୟତରୁ ।
କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ଅନ୍ତର୍ଗତ ଅର୍ଗଳ ପଞ୍ଚାୟତରେ ବାର୍ଦ୍ଧକ୍ୟ ଭତ୍ତା ଚୟନରେ ବଡ଼ଧରଣ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ହଜାରେ ଟଙ୍କା ପାଇଁ ବୁଢ଼ା ହୋଇଗଲେ ୨୦୦ ଟୋକା । ଦେଖନ୍ତୁ ପୂରା ରିପୋର୍ଟ।