ଭୋଟ ଦେଉଛି ଓଡ଼ିଶା, ସକାଳ ୯ଟା ସୁଦ୍ଧା ୭.୬୯ % ମତଦାନ

ଭୁବନେଶ୍ୱର ୦୧/୦୬: ଭୋଟ୍ ଦେଉଛି ଓଡିଶା । ଶେଷ ପର୍ଯ୍ୟାୟରେ ଆଜି ରାଜ୍ୟର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ତେବେ ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍ ପଡିଛି । ବାଲେଶ୍ୱର ଜିଲ୍ଲାରେ ୭.୭୭ ପ୍ରତିଶତ ଭୋଟ୍ ପଡିଥିବାବେଳେ, ଭଦ୍ରକ ଜିଲ୍ଲାରେ ୭.୭୯ ପ୍ରତିଶତ ଭୋଟ୍ ପଡିଛି । ଅନ୍ୟପଟେ କଟକ ଜିଲ୍ଲାରେ ୬.୭୯ ପ୍ରତିଶତ, ଜଗତସିଂହପୁରରେ ୮.୨୩ ପ୍ରତିଶତ, ଯାଜପୁରରେ ୭.୭୪ ପ୍ରତିଶତ, କେନ୍ଦ୍ରାପଡାରେ ୭.୯୦ ପ୍ରତିଶତ, ମୟୂରଭଞ୍ଜରେ ୭.୧୦ ପ୍ରତିଶତ ଏବଂ ପୁରୀ ଜିଲ୍ଲାରେ ୮.୯୦ ପ୍ରତିଶତ ମତଦାନ ହେଇଛି । ଜଗତସିଂହପୁରରେ ୮.୨୩ ପ୍ରତିଶତ ମତଦାନ ରେକର୍ଡ ହୋଇଛି । 

ଭୋଟ ଦେଉଛି ଓଡ଼ିଶା, ସକାଳ ୯ଟା ସୁଦ୍ଧା ୭.୬୯ % ମତଦାନ

ଭୁବନେଶ୍ୱର ୦୧/୦୬: ଭୋଟ୍ ଦେଉଛି ଓଡିଶା । ଶେଷ ପର୍ଯ୍ୟାୟରେ ଆଜି ରାଜ୍ୟର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ତେବେ ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍ ପଡିଛି । 

ବାଲେଶ୍ୱର ଜିଲ୍ଲାରେ ୭.୭୭ ପ୍ରତିଶତ ଭୋଟ୍ ପଡିଥିବାବେଳେ, ଭଦ୍ରକ ଜିଲ୍ଲାରେ ୭.୭୯ ପ୍ରତିଶତ ଭୋଟ୍ ପଡିଛି । ଅନ୍ୟପଟେ କଟକ ଜିଲ୍ଲାରେ ୬.୭୯ ପ୍ରତିଶତ, ଜଗତସିଂହପୁରରେ ୮.୨୩ ପ୍ରତିଶତ, ଯାଜପୁରରେ ୭.୭୪ ପ୍ରତିଶତ, କେନ୍ଦ୍ରାପଡାରେ ୭.୯୦ ପ୍ରତିଶତ, ମୟୂରଭଞ୍ଜରେ ୭.୧୦ ପ୍ରତିଶତ ଏବଂ ପୁରୀ ଜିଲ୍ଲାରେ ୮.୯୦ ପ୍ରତିଶତ ମତଦାନ ହେଇଛି । ଜଗତସିଂହପୁରରେ ୮.୨୩ ପ୍ରତିଶତ ମତଦାନ ରେକର୍ଡ ହୋଇଛି ।