ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ କରିଛନ୍ତି। The post ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Dharitri Odia News.
ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ କରିଛନ୍ତି।
The post ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Dharitri Odia News.