ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…

ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ […] The post ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ… appeared first on Dharitri Odia News.

ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…

ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

The post ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ… appeared first on Dharitri Odia News.