ଭୟାବହ ଅଗ୍ନିକାଣ୍ଡ: ଘରେ ନିଆଁଲାଗି ଜୀବନ୍ତ ଜଳିଗଲେ ଭାଇଭଉଣୀ

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବଳରାମପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ଘରେ ନିଆଁଲାଗି ୨ଜଣ ଶିଶୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡ଼ିଛି। ଦୁଇ ଶିଶୁଙ୍କ ମଧ୍ଯରେ ଜଣେ ୧୧ ବର୍ଷୀୟା ଝିଅ ଓ ୯ ବର୍ଷର ବାଳକ ରହିଥିବା ସୂଚନା। ସମ୍ପର୍କରେ ଉଭୟ ଭାଇଭଉଣୀ ବୋଲି ଜଣାପଡ଼ିଛି। ଗ୍ରାମବାସୀଙ୍କ ପକ୍ଷରୁ ନିଆଁ ଲିଭାଇବାରୁ ଉଦ୍ୟମ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ଘରେ କେମିତି ନିଆଁ ଲାଗିଲା ଜଣାପଡ଼ି ନାହିଁ।

Untitled 1 45