ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ

କୃଷ୍ଣପ୍ରସାଦ,୧୧।୪: ପୁରୀ ଜିଲା କୃଷ୍ଣପ୍ରସାଦ ଜହ୍ନିକୁଦା ଘାଟପେଣ୍ଠରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୬ଟି ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ୧୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ଦୋକାନୀମାନେ ଅଭିଯୋଗ କରିଛନ୍ତି। ଖବର ପାଇଁ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଦୋକାନ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅନ୍ୟପକ୍ଷେ କ୍ଷୟକ୍ଷତିର ଆକଳନ କରି ତୁରନ୍ତ […] The post ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ appeared first on Dharitri Odia News.

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ

କୃଷ୍ଣପ୍ରସାଦ,୧୧।୪: ପୁରୀ ଜିଲା କୃଷ୍ଣପ୍ରସାଦ ଜହ୍ନିକୁଦା ଘାଟପେଣ୍ଠରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୬ଟି ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ୧୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବା ଦୋକାନୀମାନେ ଅଭିଯୋଗ କରିଛନ୍ତି।

ଖବର ପାଇଁ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଦୋକାନ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅନ୍ୟପକ୍ଷେ କ୍ଷୟକ୍ଷତିର ଆକଳନ କରି ତୁରନ୍ତ ଦୋକାନୀଙ୍କୁ କ୍ଷତି ପୁରଣ ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

The post ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ appeared first on Dharitri Odia News.